Jagannath Sanskruti

Jagannath Sanskruti Contact information, map and directions, contact form, opening hours, services, ratings, photos, videos and announcements from Jagannath Sanskruti, Bhubaneswar.

Shree Jagannath Temple puri Dham
Jagannath sanskruti, Sanatana Dharma, ved, upanishad, Purana, Vedic pujana...
Pandita Rashmi Ranjan Rathsharma
Shree Jagannath Mahatmya Pracharak
(Shree Jagannath Temple puri)
BAIDIKA BRAHAMANA PARISADA ODISHA Pandit Rashmi Ranjan Rath is a Vedic researcher and also recognized by the Lord Jagannath Temple administration, Puri as a "Shree Jagannath Sanskruti Pracharak" in the year 2013.

ଜୟ ମା ମଙ୍ଗଳା 🙏
27/08/2026

ଜୟ ମା ମଙ୍ଗଳା 🙏

 #ଆଜିର_ପଞ୍ଜିକା_ଓ_ରାଶିଫଳ #ସୁପ୍ରଭାତମ_ଜୟ_ଜଗନ୍ନାଥ 🚩🙌 #ଅଦ୍ୟ_୨୭_୭_୨୦୨୬_ଗୁରୁବାର  *ସମ୍ବତ୍ସର- ରୌଦ୍ର**ଶ୍ରାବଣମାସ- ଶୁକ୍ଳପକ୍ଷ**ତିଥି- ...
27/08/2026

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ 🚩🙌
#ଅଦ୍ୟ_୨୭_୭_୨୦୨୬_ଗୁରୁବାର

*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ଚତୁର୍ଦ୍ଦଶୀ ଦିବା ଘ୦୮/୦୬ ଗତେ ପୂର୍ଣ୍ଣିମା*
*ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ୦୨/୫୬ ଗତେ ଶତଭିଷା*
*ଚନ୍ଦ୍ର- ମକର ଦିବା ଘ୦୨/୧୬ ଗତେ କୁମ୍ଭ*
*ଯୋଗ- ଶୋଭନ*
*କରଣ - ବିଷ୍ଟି*
*ସୌରମାସ- ସିଂହ ୧୧ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୩/୦୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୦୨*
*✧═════•❁❀
*ଯୋଗିନୀ ପଶ୍ଚିମେ ଦିବା ଘ୦୯/୦୬ ଗତେ ବାୟବ୍ୟେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
*ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ଅଦ୍ୟ ରକ୍ଷା ବନ୍ଧନ*
*✧═════•❁❀❁•═══*
*କାଳବେଳା ଓ।ବାରବେଳା- ଦିବା ଘ୦୨/୫୫ ଗତେ ଘ୦୬/୦୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୦୧/୫୫ ଗତେ ଘ୦୩/୩୭ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୦ ମଧ୍ୟେ ଓ ଘ୧୦/୨୦ ଗତେ ଘ୧୨/୪୫ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ଆମିଷ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ*
*ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*

*✧═════•❁❀❁•═════✧*
*🌹👉ବୃଷ*
*ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌹👉ମିଥୁନ*
*ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।*
*✧═════•❁❀❁•═════✧*

*🌹👉କର୍କଟ*
*ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।*
*✧═════•❁❀❁•═════✧*
*🌹👉ସିଂହ*
*ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।*
*✧═════•❁❀❁•═════✧*

*🌹👉କନ୍ୟା*
*ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।*
*✧═════•❁❀❁•═════✧*

*🌹👉ତୁଳା*
*ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।*
*✧═════•❁❀❁•═════✧*
*🌹👉ବିଛା*
*ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।*

*✧═════•❁❀❁•═════✧*
*🌹👉ଧନୁ*
*ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।*
*✧═════•❁❀❁•═════✧*
*🌹👉ମକର*
*ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*🌹👉କୁମ୍ଭ*
*ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।*

*✧═════•❁❀❁•═════✧*
*🌹👉ମୀନ*
*ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ*
*✧═════•❁❀❁•═════✧*

ଜୟ ମା କଟକଚଣ୍ଡୀ 🙏
26/08/2026

ଜୟ ମା କଟକଚଣ୍ଡୀ 🙏

ଝୁଲଣ ଯାତ୍ରା ଚତୁର୍ଥ ଦିବସ 🙏
26/08/2026

ଝୁଲଣ ଯାତ୍ରା ଚତୁର୍ଥ ଦିବସ 🙏

ବିଶ୍ୱର ସବୁଠାରୁ ବଡ଼ ରାକ୍ଷୀ ମହାପ୍ରଭୁଙ୍କୁ ଲାଗି ହେବ...
26/08/2026

ବିଶ୍ୱର ସବୁଠାରୁ ବଡ଼ ରାକ୍ଷୀ ମହାପ୍ରଭୁଙ୍କୁ ଲାଗି ହେବ...

ସକାଳୁ ସକାଳୁ ମହାପ୍ରଭୂଙ୍କ ଦର୍ଶନ 🙏
26/08/2026

ସକାଳୁ ସକାଳୁ ମହାପ୍ରଭୂଙ୍କ ଦର୍ଶନ 🙏

 #ଆଜିର_ପଞ୍ଜିକା_ଓ_ରାଶିଫଳ #ସୁପ୍ରଭାତମ_ଜୟ_ଜଗନ୍ନାଥ 🚩🙌 #ଅଦ୍ୟ_୨୬_୮_୨୦୨୬_ବୁଧବାର  *ସମ୍ବତ୍ସର- ରୌଦ୍ର**ଶ୍ରାବଣମାସ- ଶୁକ୍ଳପକ୍ଷ**ତିଥି- ତ...
26/08/2026

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ 🚩🙌
#ଅଦ୍ୟ_୨୬_୮_୨୦୨୬_ବୁଧବାର

*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ତ୍ରୟୋଦଶୀ ଦିବା ଘ୦୭/୫୮ ଗତେ ଚତୁର୍ଦ୍ଦଶୀ*
*ନକ୍ଷତ୍ର- ଶ୍ରବଣ। ରାତ୍ରି ଘ୦୧/୩୦ ଗତେ ଧନିଷ୍ଟା*
*ଚନ୍ଦ୍ର- ମକର*
*ଯୋଗ- ସୌଭାଗ୍ୟ*
*କରଣ - ତୈତିଳ*
*ସୌରମାସ- ସିଂହ ୧୦ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୩/୫୩*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୦୨*
*✧═════•❁❀
*ଯୋଗିନୀ ଦକ୍ଷିଣେ ଦିବା ଘ୦୭/୫୮ ଗତେ ପଶ୍ଚିମେ*
*ସିଂହ ରାଶିର ଘାତଚନ୍ଦ୍ର*
*କର୍କଟ ରାଶିର ଘାତବାର*
*ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୮/୪୦ ଗତେ ଘ୧୦/୧୬ ମଧ୍ୟେ*
*ବାରବେଳା- ଦିବା ଘ୧୧/୪୯ ଗତେ ଘ୦୧/୨୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୯ ମଧ୍ୟେ ଓ ରାତ୍ରି ଘ୦୬/୫୩ ଗତେ ଘ୦୯/୧୭ ମଧ୍ୟେ ଓ ଘ୦୨/୦୨ ଗତେ ଘ୦୫/୨୦ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୫୭ ଗତେ ଘ୦୫/୩୧ ମଧ୍ୟେ ଓ ରାତ୍ରି ଘ୦୯/୧୮ ଗତେ ଘ୧୦/୫୫ ମଧ୍ୟେ*

═✧*══•❁❀❁•═*═══✧
*ଅଦ୍ୟ ବିରି ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ🌹👉:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।*
*✧═════•❁❀❁•═════✧*
*ବୃଷ🌹👉:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।*
*✧═════•❁❀❁•═════✧*
*🌹ମିଥୁନ🌹👉:-ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।*
*✧═════•❁❀❁•═════✧*
*🌹କର୍କଟ🌹👉:-ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।*
*✧═════•❁❀❁•═════✧*
*🌹ସିଂହ🌹👉:-ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟକରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ସକାଶେ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।*
*✧═════•❁❀❁•═════✧*
*🌹କନ୍ୟା🌹👉:-ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେଇ ଖୁସି ମନେଇବେ।*
*✧═════•❁❀❁•═════✧*
*🌹ତୁଳା🌹👉:-ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।*
*✧═════•❁❀❁•═════✧*
*🌹ବିଛା🌹👉:-ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।*
*✧═════•❁❀❁•═════✧*
*🌹ଧନୁ🌹👉:-ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।*
*✧═════•❁❀❁•═════✧*
*🌹ମକର🌹👉:-ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌹କୁମ୍ଭ🌹👉:-ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତିଲାଭ କରିବେ।*
*✧═════•❁❀❁•═════✧*
*🌹ମୀନ🌹👉:-ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।*
*✧═════•❁❀❁•═════✧*

ମହାପ୍ରଭୁ ଝୁଲଣ କୁଞ୍ଜରେ ଝୁଲୁଛନ୍ତି
25/08/2026

ମହାପ୍ରଭୁ ଝୁଲଣ କୁଞ୍ଜରେ ଝୁଲୁଛନ୍ତି

ଜୟ ମା ମଙ୍ଗଳା 🙏🔱❗🔱
25/08/2026

ଜୟ ମା ମଙ୍ଗଳା 🙏🔱❗🔱

ଜୟ ମା ନାରାୟଣୀ 🙏
25/08/2026

ଜୟ ମା ନାରାୟଣୀ 🙏

Address

Bhubaneswar
751006

Telephone

+919438703835

Website

Alerts

Be the first to know and let us send you an email when Jagannath Sanskruti posts news and promotions. Your email address will not be used for any other purpose, and you can unsubscribe at any time.

Contact The Place Of Worship

Send a message to Jagannath Sanskruti:

Shortcuts

Share