Odia Christians

Odia Christians Saved to serve the Jesus!

ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।
19/08/2026

ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।

ମନୁଷ୍ଯ ଏହିପ୍ରକାର ଉପବାସଦ୍ବାରା ନିଜର ପ୍ରାଣକୁ କ୍ଲେଶ ଦେଉ, ଆମ୍ଭେ କ'ଣ ଏହିପ୍ରକାର ଦିନ ମନୋନୀତ କରିଅଛୁ ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁ...
17/08/2026

ମନୁଷ୍ଯ ଏହିପ୍ରକାର ଉପବାସଦ୍ବାରା ନିଜର ପ୍ରାଣକୁ କ୍ଲେଶ ଦେଉ, ଆମ୍ଭେ କ'ଣ ଏହିପ୍ରକାର ଦିନ ମନୋନୀତ କରିଅଛୁ ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ଜଳେ ବିଛାଇ ତା'ଉପ ରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ ?

ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣ...
16/08/2026

ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।

" ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।
15/08/2026

" ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।

ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ...
14/08/2026

ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।

ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ପରିଚାଳିତ କର। ମାେ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।
12/08/2026

ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ପରିଚାଳିତ କର। ମାେ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।

ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କର...
11/08/2026

ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବ...
10/08/2026

ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ଯ କାଟିବ।

ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।
08/08/2026

ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।

ତା'ପରେ ଦାଉଦ ବାଲ୍-ପରାସୀମକକ୍ସ୍ଟ ଗଲେ, ଏବଂ ସଠାେରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, "ସଦାପ୍ରଭୁ ମାରେ ଶତୃମାନଙ୍କୁ ଛିନ୍ନ ବି...
07/08/2026

ତା'ପରେ ଦାଉଦ ବାଲ୍-ପରାସୀମକକ୍ସ୍ଟ ଗଲେ, ଏବଂ ସଠାେରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, "ସଦାପ୍ରଭୁ ମାରେ ଶତୃମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକକ୍ସ୍ଟ ଭାଙ୍ଗି ବହି ନଇୟୋଏ।" ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ "ବାଲ୍-ପରାସୀମ " ରଖିଥିଲେ।

Address

Bhubaneswar

Website

Alerts

Be the first to know and let us send you an email when Odia Christians posts news and promotions. Your email address will not be used for any other purpose, and you can unsubscribe at any time.

Shortcuts

Share