06/06/2024
ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ। ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
୧ କରିନ୍ଥୀୟ 6:18-19