25/07/2026
ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶ ଅବସରରେ ସମସ୍ତ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।
ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ର, କରୁଣାମୟୀ ମା' ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ କଲ୍ୟାଣରେ ପରିପୂର୍ଣ୍ଣ ହେଉ।