25/08/2026
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।”
ଯୋହନ 6:35
Jesus said to them, “I am the bread of life. The one coming to me will certainly not hunger, and the one believing in me will certainly not ever thirst.”
John 6:35