06/06/2026
ପବିତ୍ର ରଜ ସଂକ୍ରାନ୍ତି ଅବସରରେ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା' ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ମା' ହିଙ୍ଗୁଳା ପୀଠ ଉନ୍ନୟନ ପରିଷଦ୍, ଗୋପାଳପ୍ରସାଦ ଆନୁକୂଲ୍ୟରେ ଅନୁଷ୍ଠିତ ହେବ ୧୪ତମ ଜିଲ୍ଲାସ୍ତରୀୟ ପୁରାଣ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ । ଏହି ଅନନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବିନମ୍ର ନିବେଦନ........ସଂପାଦକ୍, ମା' ହିଙ୍ଗୁଳା ପୀଠ ଉନ୍ନୟନ ପରିଷଦ୍, ଗୋପାଳପ୍ରସାଦ ॥